HomeKoshalTv Exclusiveରେମଣ୍ଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ଆତ୍ମରକ୍ଷା ତାଲିମ ଶିବିର ଉଦଯାପିତ

ରେମଣ୍ଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ଆତ୍ମରକ୍ଷା ତାଲିମ ଶିବିର ଉଦଯାପିତ

ବରଗଡ ଜିଲ୍ଲା ଭେଡେନ ବ୍ଲକ ରେମଣ୍ଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ୮ ଦିନ ଧରି ଚାଲିଥିବା ଛାତ୍ରୀ ମାନଂକ ର ଆତ୍ମରକ୍ଷା ତାଲିମ ଶିବିର ଉଦଯାପିତ ହୋଇଯାଇଛି। ଏହି ଆତ୍ମରକ୍ଷା ତାଲିମ ଶିବିର କଲ୍ପନା ଚାଂଦ ତତ୍ବାବଧାନରେ ଅନୁଷ୍ଠିତ ହୋଇଥିଲା ।ଏଥିରେ ୮୯ ଛାତ୍ରୀ ମାନଙ୍କୁ ମାଷ୍ଟର ଟ୍ରେନର ମୋନାଲି କର୍ଣ୍ଣ ତାଲିମ ଦେଇଥିଲେ।ଉଦଯାପନୀ ଉତ୍ସବରେ ବିଦ୍ୟାଳୟ ର ଅଧ୍ୟକ୍ଷ ଝସକେତନ ପ୍ରଧାନ ଯୋଗ ଦେଇ ଛାତ୍ରୀ ମାନଙ୍କୁ ଉତ୍ସାହିତ କରିବା ସହିତ ପ୍ରମାଣ ପତ୍ର ପ୍ରଦାନ କରିଥିଲେ। ଏହି ଶିବିର କୁ ବିଦ୍ୟାଳୟ ର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ । ଭେଡେନ ରୁ ଭବାନୀ ଶଙ୍କର ପାଢ଼ୀ ଙ୍କ ରିପୋର୍ଟ କୋଶଳ ଟିଭି

LEAVE A REPLY

Please enter your comment!
Please enter your name here

Must Read

Google search engine